ଧର୍ମଗଡ ବ୍ଲକ ସନ୍ଧିକୁଲିହାରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି – ୨୦୨୫ ଶିଶୁ ମାନଙ୍କର ପ୍ରତିଭା ଅନ୍ୱେଷଣ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଉକ୍ତ ଉତ୍ସବର ପ୍ରଥମ ଅଧିବେଶନରେ ଧର୍ମଗଡ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ପଙ୍କଜିନୀ ମାଝୀ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି।