Public App Logo
Jansamasya
News
Bjp
National
Police
Bihar
कांग्रेस
मौत
भाजपा
विधायक
Congress
Modi
Delhi
Viral
Odisha
दिल्ली
Breakingnews
Narendramodi
Madhya_pradesh
Pmmodi
Rahulgandhi
स्कूल
Haryana
Uttarpradesh
Cricket
शादी
Crimenews
Aap
China
Rss

ଡାବୁଗାଁ: ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

Dabugan, Nabarangpur | Dec 18, 2025
ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ମଧୁବାବୁ ବାର୍ଦ୍ଧକ୍ୟ/ବିଧବା/ଭିନ୍ନକ୍ଷମ ଭତ୍ତା ଯୋଜନାରେ ମୋଟ ୧୧୨ ଜଣ ହିତାଧିକାରୀ ଙ୍କୁ ଭତ୍ତା ପ୍ରଦାନ କରାଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଯୋଗ ଦେଇ ଭତ୍ତା ବଣ୍ଟନ କରିଥିଲେ |
ଡାବୁଗାଁ: ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ - Dabugan News