ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରାଜେନ୍ଦ୍ର ନଗର ଫୁଟବଲ୍ କ୍ଲବ୍ ଦ୍ୱାରା ଆୟୋଜିତ ସପ୍ତମ ରାଜେନ୍ଦ୍ର ନଗର ଫୁଟବଲ୍ ଟୁର୍ନାମେଣ୍ଟ ଶୁକ୍ରବାର ଉଦଯାପିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ମୋଟ ୧୬ଟି ଦଳ ଅଂଶଗ୍ରହଣ କରିଥିଲେ ଏବଂ ତାଙ୍କ ଖେଳ ପ୍ରତି ରହିଥିବା ପ୍ରତିଭା ପ୍ରଦର୍ଶନ କରିଥିଲେ। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ସରପଞ୍ଚ ସଂଘ ସଭାପତି ଅଜିତ ଯୋଶୀ ଯୋଗ ଦେଇଥିଇ ଥିବା ବେଳେ ସମ୍ମାନୀତ ଅତିଥି ଭାବେ ସମାଜସେବୀ ପ୍ରଦିପ ଖଣ୍ଢେଲୱଲ ଯୋଗ ଦେଇ ଖେଲାଲୀ ମାନଙ୍କୁ ଉତ୍ସାହୀତ କରିଥିଲେ