ଦିଗପହଣ୍ଡି: ଗଂଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ଭୀଷ୍ମଗିରି ଗ୍ରାମ ଠାରେ ମା ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଜରିଅ।ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଂଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ଭୀଷ୍ମଗିରି ଗ୍ରାମ ଠାରେ ମା ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଜରିଅ।ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଅ।ଜି ଦିନ 10 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବାର ଖବର ମିଳିଥିବା ବେଳେ ଭିଷ୍ମଗିରି ଗ୍ରାମ ରେ ଥିବା କଲେଜର ଛାତ୍ରଛାତ୍ରୀ ବରିଷ୍ଠ ନାଗରିକ ମାନେ ଯୋଗ ଦେଇ ଗୋଟିଏ ଗୋଟିଏ ବୃକ୍ଷ ରୋପଣ କରିଥିବାର ଖବର ମିଳିଛି । ଏହି କାର୍ଯ୍ୟକ୍ରମରେ ମଧ୍ୟ ଭିଷ୍ମଗିରି ଗ୍ରାମ ପଂଚାୟତର ଅଧିକାରୀ ମାନେ ଯୋଗ ଦେଇଥିଲେ ।