ବାରିପଦା ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସାଧାରଣ ପର୍ଯ୍ୟବେକ୍ଷକଙ୍କ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ
ଆଗାମୀ ସାଧାରଣ ନିର୍ବାଚନର ସୁପରିଚାଳନା ନିମନ୍ତେ ପ୍ରସ୍ତୁତି ଓ ପଦକ୍ଷେପର ତଦାରଖ ପାଇଁ ଦୁଇ ଜଣ ସାଧାରଣ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି। ବାରିପଦା ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର ସାଧାରଣ ପର୍ଯ୍ୟବେକ୍ଷକଙ୍କ ଜିଲ୍ଲା ପ୍ରଶାସନ ସହିତ ସମୀକ୍ଷା ବୈଠକ ରବିବାର ଅନୁଷ୍ଠିତ ହୋଇଛି। ସମୀକ୍ଷା ବୈଠକରେ ମୟୂରଭଞ୍ଜ ଜିଲ୍ଲା ପାଇଁ ନିଯୁକ୍ତ ସାଧାରଣ ପର୍ଯ୍ୟବେକ୍ଷକ ଆର୍ମଷ୍ଟ୍ରଙ୍ଗ ପାମେ ଓ ଡଃ ଓମ ପ୍ରକାଶ ସାମୁହିକ ଭାବେ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି।