Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Jharkhand
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Nda
School
Cbi
Mathura
Fatehpur
Jodhpur

ବୌଦ୍ଧ ସଦର: ଜିଲାପାଳଙ୍କ ସଦଭାବନା ଗୃହରେ ଆଇନସେବା ପ୍ରାଧିକରଣ ତରଫରୁ ସମ୍ବିଧାନ ଦିବସ ପାଳିତ

ଆଜି ସନ୍ଧ୍ୟା ୭.୩୦ସମୟରେ ଜିଲ୍ଲା ସୂଚନା ଓ ଲୋକ ସମ୍ପକ କାର୍ଯ୍ୟାଳୟ ସୂତ୍ରରୁ ପ୍ରାପ୍ତ ସୂଚନା ଅନୁସାରେ l ଗୁରୁବାର ମଧ୍ୟାନ୍ହ ପଖାପଖି ୨ଟା ସମୟରେ ବୌଦ୍ଧ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ଗୃହରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ଜଜ୍‌ ପ୍ରତାପ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କର୍ମଶାଳାରେ ଅତିଥି ଭାବେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଆରକ୍ଷୀ ଅଧିକ୍ଷକ ରାହୁଲ ଗୋୟଲ୍‌ ଯୋଗଦେଇ ସମ୍ବିଧାନର ଗୁରୁତ୍ୱ ଉପରେ ଆଲୋଚନା କରିଥିଲେ l