କେନ୍ଦୁଝର ସଦର: କେନ୍ଦୁଝର: ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ବ୍ୟବସାୟୀଙ୍କ ମୃତ୍ୟୁ, ରାସ୍ତା ଅବରୋଧ
କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଖୁଣ୍ଟାପଡ଼ା ନିକଟରେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ମହିଳା କନେଷ୍ଟବଳଙ୍କ ସ୍ୱାମୀ ତ୍ରିଲୋଚନ ମହାନ୍ତଙ୍କ ମୃତ୍ୟୁ ହୋଇଛି । ଅଭିଯୁକ୍ତଙ୍କ ଗିରଫ ଦାବିରେ କେନ୍ଦେଇପଶି ନିକଟରେ ରାସ୍ତା ଅବରୋଧ କଲେ ସ୍ଥାନୀୟ ଲୋକେ । ଘଟଣାସ୍ଥଳରେ ପୋଲିସ ମୁତୟନ ।