ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପୁଣି ହେବ ବର୍ଷା ଏନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
Bhubaneswar M Corp, Khordha | Sep 9, 2025
୧୧ ତାରିଖରୁ ରାଜ୍ୟରେ ପୁଣିଥରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବ। ୧୩-୧୪ ତାରିଖ ବେଳକୁ କେନ୍ଦ୍ରୀୟ ତଥା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ...