Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews
Karnataka

କରଞ୍ଜିଆ: କେନ୍ଦୁମୁଣ୍ଡି ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଉପଖଣ୍ଡ ସ୍ତରୀୟ ଶିଶୁ ମହୋତ୍ସବ ସରଗି ଫୁଲ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

Karanjia, Mayurbhanj | Nov 21, 2025
ଶୁକ୍ରବାର ଦିନ ପ୍ରାୟ ୪ ଟାରେ କରଞ୍ଜିଆ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେନ୍ଦୁମୁଣ୍ଡି ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଉପଖଣ୍ଡ ସ୍ତରୀୟ ଶିଶୁ ମହୋତ୍ସବ, ସରଗି ଫୁଲ୍ -୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କରଞ୍ଜିଆ ବିଧାୟକ ପଦ୍ମ ଚରଣ ହାଇବ୍ରୁ ଯୋଗଦେଇ ଏହାର ଶୁଭ ଉଦଘାଟନ କରିଥିଲେ।

MORE NEWS