ବିଶ୍ୱ ଏଡ଼ସ ଦିବସ ଅବସରରେ ଯାଜପୁର ଜିଲ୍ଲା ଚଣ୍ଡିଖୋଲ ଠାରେ ସଚେତନତା କାର୍ଯ୍ୟକ୍ରମ। ସ୍ଥାନୀୟ ଉଦୀୟମାନ ସ୍ବେଛାସେବୀ ଅନୁଷ୍ଠାନ ପକ୍ଷରୁ ଏକ ଶୋଭାଯାତ୍ରା ଚଣ୍ଡିଖୋଲ ବଜାର ପରିକ୍ରମା କରିଥିଲା। ଏଥିରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଯୋଗଦେଇ ବିଭିନ୍ନ ପ୍ଲାକାର୍ଡ ପ୍ରଦର୍ଶନ କରିବା ସହ ସଚେତନତା ସୃଷ୍ଟି କରିଥିଲେ।