ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କଲେ ବିଜେପିର ପ୍ରତିନିଧି ଦଳ
ଆଜି 3.34ରେ ରାଜ୍ୟପାଳଙ୍କୁ ଭେଟି ସ୍ମାରକ ପତ୍ର ପ୍ରଦାନ କଲେ ବିଜେପି ପ୍ରତିନିଧି ଦଳ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନେତ୍ରତ୍ୱରେ ଏକ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଭେଟି ସ୍ମାରକ ପତ୍ର ପ୍ରଦାନ କରିଛନ୍ତି । ରାହୁଲ ଗାନ୍ଧୀ ଗଣତନ୍ତ୍ରକୁ ହତ୍ୟା କରିଛନ୍ତି । ଏହା ନିନ୍ଦନୀୟ ଘଟଣା । ରାହୁଲ ଗାନ୍ଧୀ କ୍ଷମା ପ୍ରାର୍ଥନା କରନ୍ତୁ । ଆଜି ବିଜେପି ପକ୍ଷରୁ ରାଜଭବନ ସମ୍ମୁଖ ରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ପ୍ରତିବାଦ ମଧ୍ୟ କରାଯାଇଥିଲା ।