ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ବ୍ଳକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଆଜି ଜନଜାତିର ଗୈାରବ ଦିବସ ଉପଲକ୍ଷ ସ୍ବତନ୍ତ୍ର ପଲ୍ଲୀସଭା ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମ ବଡ଼ଗାଁ ବିଡ଼ିଓ ପୁର୍ଣ୍ଣଚନ୍ଦ୍ର ଭୋଇ ଙ୍କର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ଗ୍ରାମବାସୀ ମାନେ ଅଂଶଗ୍ରହଣ କରିଥିଲେ।