ଜୟପୁର ଠାରେ ଛାତ୍ର ସଂସଦ ନିର୍ବାଚନ ତାରିଖ ଘୋଷଣା ଦାବି, ମୁଖ୍ୟମନ୍ତ୍ରୀଙ୍କୁ ଏବିଭିପିର ଦାବିପତ୍ର,ଦାବିପତ୍ରରେ ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ରଛାତ୍ରୀଙ୍କ ସମସ୍ୟାର ସମାଧାନ, ଶିକ୍ଷା ବ୍ୟବସ୍ଥାରେ ସୁଧାର ଏବଂ ଛାତ୍ର ସଂସଦ ନିର୍ବାଚନକୁ ସ୍ୱଚ୍ଛ ଓ ନିରପେକ୍ଷ ଭାବେ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଏବିଭିପି ପକ୍ଷରୁ ମୌଳିକ ସୁବିଧାର ଅଭାବ, ହଷ୍ଟେଲ ସମସ୍ୟା, ପରୀକ୍ଷା ଓ ଶିକ୍ଷା ସମ୍ବନ୍ଧୀୟ ସମସ୍ୟା, ଭିତ୍ତିଭୂମିର ଅଭାବ ସମେତ ବିଭିନ୍ନ ସମସ୍ୟାର ସମାଧାନ ଦାବି କରାଯାଇଛି