Public App Logo
Jansamasya
News
���ुलिस
Bjp
National
Bihar
India
Congress
Modi
Delhi
Viral
Jharkhand
���ेट्रोल
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
���ादी
Crimenews
Bareilly
Bcci
Agra
Breaking
No video available

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ସନ୍ତୋଷୀ ବିହାର ଅଞ୍ଚଳରୁ ୧୦ଗ୍ରାମ ବ୍ରାଉନସୁଗାର ଜବତ ଘଟଣା, ଜଣଙ୍କୁ ଗିରଫ କଲା ଲକ୍ଷ୍ମୀସାଗର ଥାନା ପୋଲିସ

ଏକ ବିଶ୍ଵସ୍ତ ସୂତ୍ରରୁ ମିଳିଥିବା ସୂଚନା ଆଧାରରେ ଲକ୍ଷ୍ମୀସାଗର ଥାନାଧିକାରୀଙ୍କ ନିର୍ଦ୍ଧେଶ କ୍ରମେ ସମ୍ପୃକ୍ତ ଥାନାର ଏକ ସ୍ପେଶାଲ ଟିମ, ଥାନା ଅନ୍ତର୍ଗତ ସନ୍ତୋଷି ବିହାର ଅଞ୍ଚଳରେ ଅତର୍କିତ ଚଢଉ କରି ବେଆଇନ ବ୍ରାଉନ ସୁଗାର ବିକ୍ରି କରୁଥିବା ଅଭିଯୋଗରେ ଅଭିଯୁକ୍ତଙ୍କୁ କାବୁ କରିବାରେ ସକ୍ଷମ ହୋଇଥିଲେ । ଛାନଭିନ ସମୟରେ ପୁଲିସ ଅଭିଯୁକ୍ତଙ୍କ ହେପାଜତରୁ ମୋଟ ୧୦ ଗ୍ରାମ ଓଜନର ବ୍ରାଉନ ସୁଗାର, ଏବଂ ଏକ ବାଇକ୍ ଜବତ କରିଥିଲେ । ପଚରାଉଚରା ସମୟରେ ଅଭିଯୁକ୍ତ ଜଣକ ଏହି ବେଆଇନ ବ୍ରାଉନସୁଗାର ବିକ୍ରୟ ନେଇ ନିଜର ଅପରାଧ ସ୍ଵୀକାର କରିଥିଲେ।

MORE NEWS