Public App Logo
ଭୁବନେଶ୍ୱରର ଗାନ୍ଧୀ ମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ରାଜ୍ୟବାସୀଙ୍କ ପାଇଁ ୧୦ଟି ବଡ଼ ଘୋଷଣା କରିଛନ୍ତି। #latastnewsupdate #IndependenceDay #Pabitranewsodisha #Happyindependenceday - Kendujhar Town News