ତିର୍ତ୍ତୋଲ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପଡ଼ିଆରେ ଜିଲ୍ଲାପାଳଙ୍କ ଦ୍ୱାରା ସାମନ୍ତରାପୁର ପଞ୍ଚାୟତର ସରପଞ୍ଚଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ
ତିର୍ତ୍ତୋଲ ବ୍ଲକ ସାମନ୍ତରାପୁର ପଞ୍ଚାୟତର ସରପଞ୍ଚଙ୍କୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପଡିଆରେ ଆଜି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରିଛନ୍ତି ଜିଲ୍ଲାପାଳ। ସୂଚନା ଅନୁସାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଥିବା ପଡିଆରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅବସରରେ ସାମନ୍ତରାପୁର ପଞ୍ଚାୟତର ସରପଞ୍ଚ ମଧୁସ୍ମିତା ବେହେରାଙ୍କୁ ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରିଥିଲା ବେଳେ ଏଥିରେ ଜଗତସିଂପୁର ସାଂସଦ ଡାକ୍ତର ରାଜଶ୍ରୀ ମାଲିକ ଓ ବିଧାୟକ ଯୋଗଦେଇଥିଲେ।