ଧର୍ମଶାଳା: ଭୁବନେଶ୍ଵର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଗୃହରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଧର୍ମଶାଳା ଅନେକ ଜନପ୍ରତିନିଧି
Dharmasala, Jajpur | Aug 22, 2025
ଧର୍ମଶାଳା ବିଧାୟକ ଶ୍ରୀଯୁକ୍ତ ହିମାଂଶୁ ଶେଖର ସାହୁଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି...