Public App Logo
Jansamasya
Modi
Delhi
Viral
Rajasthan
Breakingnews
Narendramodi
Nitishkumar
Madhya_pradesh
Madhyapradesh
Pmmodi
Rahulgandhi
Haryana
Crimenews
Agra
Cbi
���ायल
Fatehpur
Jodhpur
Amitshah
Punjab
Pratapgarh
Live
Westbengal
Ballia
Yogiadityanath
Raebareli
Haridwar
Trending
Prayagraj

ଦେବଗଡ: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଶ୍ୱ ଏଡ୍‌ସ୍ ଦିବସ ପାଳିତ ଓ ସହର ଭିତରେ ସଚେତନତା କାର୍ଯ୍ୟକ୍ରମ

ଦେବଗଡ ଜିଲ୍ଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଆନୁକୂଲ୍ୟରେ ବିଶ୍ୱ ଏଡ୍‌ସ୍ ଦିବସ ପାଳନ ଅବସରରେ ଆଜି ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳେ ମହିଳା ସ୍ୱାସ୍ଥ୍ୟକର୍ମୀ ପ୍ରଶିକ୍ଷଣ କେନ୍ଦ୍ରର ଛାତ୍ରୀ ମାନଙ୍କୁ ନେଇ ସହର ଭିତରେ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଛାତ୍ରୀ ମାନେ ହାତରେ ବ୍ୟାନର ଧରି ବିଭିନ୍ନ ସ୍ଳୋଗାନ ସହିତ ଏକ ଶୋଭାଯାତ୍ରାରେ ନଗର ପରିକ୍ରମା କରି ଏଡ୍‌ସ୍ ରୋଗ ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିଥିଲେ ।

MORE NEWS