Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Cbi
Mathura
Fatehpur
Jodhpur
Amitshah
Uppolice
Punjab

ସଦର: କଳାହାଣ୍ଡି ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

Sadar, Kalahandi | Aug 4, 2025
କଳାହାଣ୍ଡି ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବରକୋଣ୍ଡା ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ ।
ସଦର: କଳାହାଣ୍ଡି ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ - Sadar News