ଧର୍ମଗଡ: କୋକସରାକୁ ଏନଏସସି ଘୋଷଣା ଦାବିରେ ସଚେତନ ନାଗରିକ ମଞ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ରେ ଅତିରିକ୍ତ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ
ସୋମବାର ସକାଳ ୧୧ ଟା ରେ କୋକସରା ବ୍ଲକ ସଚେତନ ମଞ୍ଚ ପକ୍ଷରୁ କୋକସରା କୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା ଦାବି ରେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ରେ ଏକ ଦାବିପତ୍ର କୋକସରା ଅତିରିକ୍ତ ତହସିଲଦାର ମୋହନ ଚରଣ ଜେନା ଙ୍କୁ ପ୍ରଦାନ କରାଯାଇଛି।