ଝାରସୁଗୁଡା ବ୍ଲକରେ ନୂତନ ଗ୍ରାମପଂଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଅନ୍ତ୍ୟୋଦୟ ଗୃହ ଯୋଜନାରେ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ଏହି କାର୍ଯ୍ୟକ୍ରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଭାସୀ ମାଧ୍ୟମରେ ଯୋଗଦେଇ ନୂତନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଅନ୍ତ୍ୟୋଦୟ ଗୃହ ଯୋଜନାର ତୃତୀୟ ପର୍ଯ୍ୟାୟରେ ହିତାଧିକାରୀଙ୍କୁ ଗୃହ ନିର୍ମାଣ ନିମନ୍ତେ ପ୍ରଥମ କିସ୍ତି ଅର୍ଥରାଶି ପ୍ରଦାନ କରିଛନ୍ତି l ଏହି ଅବସରରେ ଝାରସୁଗୁଡା ବ୍ଲକ କାର୍ଯ୍ୟାଳୟରେ ଝାରସୁଗୁଡା ବିଡ଼ିଓ ଙ୍କ ସହ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ ଓ ହିତାଧିକାରୀ ମାନେ