ନବରଙ୍ଗପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଏନେଇ ଶୋଭାଯାତ୍ରା, ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଛି ।ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଡଃ. ମହେଶ୍ୱର ସ୍ୱାଇଁ,ଓଡିଶା ରାଜ୍ୟ ଶିଶୁ ଅଧିକାର ଆୟୋଗର ଅଧ୍ୟକ୍ଷା ଶ୍ରୀମତୀ ବବିତା ପାତ୍ର,ଓଡିଶା ରାଜ୍ୟ ଶିଶୁ ଅଧିକାର ଆୟୋଗର ସଦସ୍ୟା ଶ୍ରୀମତୀ ସୁଜାତା ନାୟକ,ଜିଲ୍ଲା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜ଼ିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ,ଅଧ୍ୟକ୍ଷ ଶ୍ରୀ କୁନୁ ନାୟକ ପ୍ରମୁଖ ଉପସ୍ଥିତ ଥିଲେ