Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Cbi
Mathura
Fatehpur
Jodhpur
Amitshah
Uppolice
Punjab

ଅନୁଗୋଳ: ବନ୍ତଳା ଅଞ୍ଚଳରେ ଧୁମ୍ ଧାମରେ ପଞ୍ଚୁକ ଓ କାର୍ତ୍ତିକେଶ୍ୱରପୂଜା ପାଳନ

Anugul, Angul | Nov 3, 2025
କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନକୁ ପବିତ୍ର ପଞ୍ଚୁକ ଭାବେ ପାଳନ କରାଯାଏ । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ଶୁଦ୍ଧ, ସାତ୍ତ୍ଵିକ ଖାଦ୍ୟ ଭୋଜନ କରନ୍ତି।ତେଣୁ ଆଜି ଠାରୁ ଆରମ୍ଭ ହେଉଛି ପଞ୍ଚୁକ ବ୍ରତ ଏବଂ କାର୍ତ୍ତିକେଶ୍ୱରେ ପୂଜା। ଏହି ପଞ୍ଚୁକ ଓ କାର୍ତ୍ତିକେଶ୍ୱର ପୂଜା ପାଇଁ ଅନୁଗୋଳ ଜିଲ୍ଲାର ଗ୍ରାମାଞ୍ଚଳ ଉତ୍ସବ ମୁଖର ହୋଇ ଉଠିଛି। ଗ୍ରାମାଞ୍ଚଳ ଗୁଡିକରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଭୋର ସକାଳୁ ସ୍ନାନ କରି ସଂକୀର୍ତ୍ତନ ଦଳ କୀର୍ତ୍ତନ କର