Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Gujarat
भाजपा
Congress
Modi
Delhi
Viral
Bollywood
दिल्ली
Patna
Breakingnews
Narendramodi
Madhya_pradesh
Nsui
Madhyapradesh
Pmmodi
Rahulgandhi
यूपी
Bhopal
सपा
Uttarpradesh
Haryana

ପୋଲସରା: ଶରଣ ଶ୍ରୀକ୍ଷେତ୍ର ମାରଦା ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟାରେ ଅନ୍ତରା ଚକ୍ରବର୍ତ୍ତୀ ଗୀତ ଦର୍ଶକ ଙ୍କୁ ମନମୋହିଲା

Polasara, Ganjam | Jan 15, 2026
ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ମଥୁରା ନିକଟ ଶରଣ ଶ୍ରୀକ୍ଷେତ୍ର ମାରଦା ଠାରେ ଆୟୋଜିତ ମହୋତ୍ସବ ଆଜି ଦ୍ଵିତୀୟ ସନ୍ଧ୍ୟା ରହିଥିବା ବେଳେ ମହୋତ୍ସବ ର ସଭାପତି ତଥା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଙ୍କ ସଭାପତିତ୍ୱ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉଦଘାଟକ ଭାବେ ଆସିକା ସାଂସଦ ଅନିତା ସୁଭଦର୍ଶିନୀ ପଟ୍ଟନାୟକ ଯୋଗଦେଇ ମହୋତ୍ସବ ର ଦ୍ଵିତୀୟ ସନ୍ଧ୍ୟା ର କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ ।
ପୋଲସରା: ଶରଣ ଶ୍ରୀକ୍ଷେତ୍ର ମାରଦା ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟାରେ ଅନ୍ତରା ଚକ୍ରବର୍ତ୍ତୀ ଗୀତ ଦର୍ଶକ ଙ୍କୁ ମନମୋହିଲା - Polasara News