ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନାଉପଦା ଗ୍ରାମର ପ୍ରହଲ୍ଲାଦ ସାହୁଙ୍କ ଧର୍ମପତ୍ନୀ ସ୍ବର୍ଗତ କୁମୁଦିନୀ ସାହୁଙ୍କ ଏକାଦଶାହ କାର୍ଯ୍ୟରେ ଯୋଗଦେଲେ ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ସୁଦିପ ଗଡ଼ନାୟକ। ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇ ଅମର ଆତ୍ମାର ସଦଗତି କାମନା କରିଛନ୍ତି ସୁଦିପ । ଏହି ଶ୍ରଦ୍ଧାଞ୍ଜଳି ସଭାରେ ବିଜେପିର ବହୁ ନେତା କର୍ମୀ ଯୋଗଦେଇଥିଲେ ।