କଟକ ପୌରାଞ୍ଚଳ: ଦିଶା ବୈଠକ ଚାନ୍ଦିନୀ ଚୌକ ସ୍ଥିତ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି।
ଦିଶା ବୈଠକ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ୩ ଟାରେ ଅନୁଷ୍ଠିତ ହୋଇଯାଇଛି। ସାଂସଦ ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ତଥା ପ୍ରତ୍ୟକ୍ଷ ତତତ୍ତ୍ଵାବଧାନରେ ଏହି ବୈଠକ ଆୟୋଜିତ ହୋଇଥିଲା।