Public App Logo
Jansamasya
News
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Nsui
Pmmodi
Rahulgandhi
यूपी
कानपुर
Pm
Uttarpradesh
Haryana

କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରି ଗ୍ରାମରେ ଅତ୍ୟନ୍ତ ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି ପବିତ୍ର ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା। "ଜୟ ଜଗନ୍ନାଥ" ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ସମଗ୍ର ଗ୍ରାମ। ଶହ ଶହ ଭକ୍ତ ରଥର ଦଉଡ଼ି ଟାଣି ମହାପ୍ରଭୁଙ୍କ ଆଶୀର୍ବାଦ ଲାଭ କରିଥିଲେ। #rathayatra #JayJagannath #khireitangiri #keonjhar

MORE NEWS