ଜୟପୁରରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ
ଜୟପୁର ବାରିଣିପୁଟ ପ୍ରକଳ୍ପ ହାଇସ୍କୁଲର ଦଶମ ଶ୍ରେଣୀର ଛାତ୍ର ମହେଶ ବାଘଙ୍କ ମୃତ୍ୟୁ ଘଟଣା ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳାଇଛି।
ଘଟଣା ପରେ ମେଡିକାଲ ପରିସରରେ ପରିବାର ସଦସ୍ୟଙ୍କ କାନ୍ଦବୋବାଳିରେ ପରିବେଶ ଭାବବିହ୍ୱଳ ହୋଇପଡ଼ିଥିଲା। ଏହି ଘଟଣାକୁ ନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ମଧ୍ୟ ନିଜ ପ୍ରତିକ୍ରିୟା ରଖିଛନ୍ତି, ଏବଂ ଘଟଣାର ସଠିକ୍ ତଦନ୍ତ କରି ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବାକୁ ଦାବି କରାଯାଇଛି।
ଏପଟେ ପୋଲିସ ଘଟଣାର ସମସ୍ତ ଦିଗକୁ ନେଇ ତନାଘନା ଜାରି ରଖିଛି। ତଦନ୍ତ ଶେଷ ହେବା ପରେ ଘଟଣାର ପ୍ରକୃତ ସତ୍ୟ ସାମ୍ନାକୁ ଆସିବ।
🕊️ ମୃତ ଛାତ୍ରଙ୍କ ଅମର ଆତ୍ମାର ସଦ୍ଗତି କାମନା କରୁଛୁ।
#Jeypore #Koraput #BreakingNews #Odisha #OpenLensNews