ଖୋର୍ଦ୍ଧା: ପୁବୁସାହି ସରକାରୀ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ନାଁରେ ଅଭିଯୋଗ ଆଣିଲେ ଛାତ୍ରଙ୍କ ଅଭିଭାବକ
ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ପୁବୁସାହି ସରକାରୀ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ନାମରେ ଆସିଲା ସଙ୍ଗୀନ ଅଭିଯୋଗ lଏ ନେଇ ଛାତ୍ରର ପିତା ଆଜି ମଧ୍ୟାହ୍ନ ସମୟରେ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ରଖିଲେ ପ୍ରତିକ୍ରିୟା l