ଧର୍ମଗଡ: କାସିବାହାଲ ସ୍କୁଲ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ
କାସିବାହାଲ ସ୍କୁଲରେ କାଶୀବାହାଲ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କ୍ଲଷ୍ଟରର ସିଆରସିସି ରାଜେନ୍ଦ୍ର ଦୁରିଆଙ୍କ ତତ୍ୱାବଧାନରେ ଅତିଥି ଭାବେ ନଗରପାଳ ଅଶୋକ କୁମାର ମହାନ୍ତି, ଉପନଗରପାଳ ମନୀଷା ମିଶ୍ର, ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଶ୍ୱମ୍ବର ମିଶ୍ର, ସମ୍ମାନିତ ଅତିଥି ଭାବରେ ଏବିଇଓ ବିଶ୍ୱଜିତ ବେହେରା, ବରିଷ୍ଠ ସାମ୍ବାଦିକ ବିରଞ୍ଚି ନାରାୟଣ ଜାଲ ପ୍ରମୁଖ ମଞ୍ଚାସିନ ହୋଇଥିଲେ।