Public App Logo
Jansamasya
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
���ाजस्थान
Jharkhand
Rajasthan
���ध्यप्रदेश
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
���ादी
Crimenews
Nda
School
Cbi
Politics

ରାଉରକେଲା ମ୍ୟୁନିସିପାଲଟି: ରାଉରକେଲା ମହାନଗର ନିଗମ ଅଞ୍ଚଳର ବିଭିନ୍ନ ସ୍ଥାନରେ ସ୍ବାସ୍ଥ୍ୟ ସଚେତନତା ଓ ପଥପ୍ରାନ୍ତ ନାଟକ ଅନୁଷ୍ଠିତ

ସ୍ୱାସ୍ଥ୍ୟ ହିଁ ସମ୍ପଦ, ଭଲ ଖାଇବା ଓ ସୁସ୍ଥ ରହିବା' ଏହି ବାର୍ତ୍ତାର ପ୍ରଚାର କରିବା ତଥା ଖାଦ୍ୟ ସୁରକ୍ଷା ସମ୍ବନ୍ଧୀୟ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ରାଉରକେଲା ମହାନଗର ନିଗମ ଅଞ୍ଚଳର ବିଭିନ୍ନ ସ୍ଥାନରେ ବୁଧବାର ପୂର୍ବାହ୍ନରେ ପଥ ପ୍ରାନ୍ତ ନାଟକ ଆୟୋଜନ କରାଯାଇଥିଲା।