ଛତ୍ରପୁର: ଛତ୍ରପୁର ସ୍ଥିତ ଜିଲ୍ଲାପରିଷଦ ଭବନର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ CM କିଷାନ' ୩ୟ କିସ୍ତିର ଆର୍ଥିକ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ
Chhatrapur, Ganjam | Aug 27, 2025
କୃଷିଭିତ୍ତିକ ଗଣପର୍ବ ପବିତ୍ର ନୂଆଁଖାଇ ଅବସରରେ ଭୁବନେଶ୍ୱର ସ୍ଥିତ ଓୟୁଏଟି ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ 'ସି.ଏମ୍. କିଷାନ' ତୃତୀୟ କିସ୍ତିର...