ଭୋଟର ତାଲିକାରେ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ: ଜାଣନ୍ତୁ କେବେ ଓ କିପରି ଆବେଦନ କରିବେ
Baleshwar, Balasore | Oct 6, 2026
ବାଲେଶ୍ୱର ସମେତ ରାଜ୍ୟରେ ଅକ୍ଟୋବର ୭, ୮ ଓ ୯ ତାରିଖରେ ଭୋଟର ତାଲିକା ସଂଶୋଧନ ପାଇଁ ସ୍ୱତନ୍ତ୍ର ଅଭିଯାନ। ୧ ଅକ୍ଟୋବର ୨୦୨୬ ସୁଦ୍ଧା ୧୮ ବର୍ଷ ପୂରଣ କରିଥିବା ଯୁବକ-ଯୁବତୀ ଫର୍ମ-୬ ମାଧ୍ୟମରେ ଆବେଦନ କରିପାରିବେ। ଅଧିକ ସୂଚନା ପାଇଁ ଜିଲ୍ଲା ୱେବସାଇଟ ଦେଖନ୍ତୁ।