ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ବ୍ଲକ ଲକ୍ଷ୍ମୀପୋଷ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ଚଳିତ ଶିକ୍ଷା ବର୍ଷ ୨୦୨୫- ୨୦୨୬ ର ଦ୍ଵିଦିବସୀୟ ବାର୍ଷିକ କ୍ରୀଡା ପ୍ରତିଯୋଗୀତା ଆଜି ଉଦଘାଟିତ ହୋଇ ଯାଇଛି।ଏଥିରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ଦୌଡ କୁଦ ପ୍ରତିଯୋଗିତା ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଅଛି। ବିଦ୍ୟାଳୟ ରପ୍ରଧାନ ଶିକ୍ଷୟିତ୍ରୀ ସଞ୍ଜିତା ମିଞ୍ଜ ଙ୍କ ସମେତ ବରିଷ୍ଠ ଶିକ୍ଷୟିତ୍ରୀ ସୁଶ୍ରୀ ମମତାମୟୀ ଶତପଥୀ, ସଞ୍ଜୟ ମିଞ୍ଜ, ଡିଲେଶ୍ୱର ବେହେରା ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।