ସଦର: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କୁ ଜୋତା ଫିଙ୍ଗିବା ଘଟଣା, ଭବାନୀପାଟଣା ଠାରେ ଅତିରିକ୍ଜିଲ୍ଲାପାଳଙ୍କ ମାଧ୍ୟମରେ ଦାବି ପତ୍ର ପ୍ରଦାନ
ସୁପ୍ରିମକୋର୍ଟର ମାନ୍ୟବର ମୁଖ୍ୟ ବିଚାରପତିଙ୍କ ଉପରକୁ ଜୋତା ଫିଙ୍ଗିବା ଘଟଣା କଳାହାଣ୍ଡିରେ ତିବ୍ର ପ୍ରତିକ୍ରିୟା ସୃଷ୍ଟି ହେଇଛି। ଏନେଇ ଶୁକ୍ରବାର କଳାହାଣ୍ଡି ଜିଲ୍ଲା ତଫସିଲଭୁକ୍ତ ଜାତି ଜନଜାତି ବର୍ଗ ଆଇନଜିବୀ ସଂଘ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳଙ୍କ ମାଧ୍ୟମରେ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ପ୍ରଦାନ କରାଯାଇଛି।