ପରଜଙ୍ଗ: ଗେଙ୍ଗୁଟିଆ ନିକଟରେ ଗଛରେ ପିଟିଲା ନାଇଟ କୋଚ ବସ, ୨ ଆହତ
ଗେଙ୍ଗୁଟିଆ ନିକଟରେ ଗଛରେ ପିଟିଲା ନାଇଟ କୋଚ ବସ, ୨ ଆହତ ଭାରସାମ୍ୟ ହରାଇ ଗଛରେ ପିଟିଲା ସଂଯୁକ୍ତା ନାମକ ନାଇଟ୍ କୋଚ ବସ୍। ଦୁଇ ଆହତ।ଅଳ୍ପକେ ବର୍ତ୍ତିଲେ ପଚାଶରୁ ଉର୍ଦ୍ଧ୍ୱ ଯାତ୍ରୀ। ଢେଙ୍କାନାଳ - କାମାକ୍ଷାନଗର ରାସ୍ତାର ଗେଙ୍ଗୁଟିଆ କନକ ଦୁର୍ଗା ମନ୍ଦିର ପାଖରେ ନାଇଟ୍ କୋଚ ବସଟି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଭୋର୍ ୪ଟା ସମୟରେ ଏହି ଦୁର୍ଘଟଣା ଘଟିଛି।ରାଉରକେଲାରୁ ଭୁବନେଶ୍ବର ଅଭିମୁଖେ ଯାଉଥିଲା ସଞ୍ଜୁକ୍ତା ନାମକ ଏହି ବସ୍। ଏଥିରେ ହେଲପର ଓ ଜଣେ ଯାତ୍ରୀ ଆହାତ ହୋଇଥିବା ଜଣାପଡିଛି । ଦୁଇଜଣଙ୍କୁ ଚିକିତ୍ସା ପାଇଁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତ