ବାରିପଦା ମ୍ୟୁନିସିପାଲଟି: ଜୁବୁଲି ପାର୍କ ଓ ଝିଞ୍ଜିରି ବନ୍ଧର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟ କରଣର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
ସୋମବାର ଦିନ ପ୍ରାୟ ୧୨ଟାରେ ବାରିପଦା ସହରର ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ଜୁବୁଲି ପାର୍କ ଓ ଝିଞ୍ଜିରି ବନ୍ଧର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟ କରଣର ଶୁଭାରମ୍ଭ କରାଯାଇଛି। ତେବେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି।