କୋରାପୁଟ ସହର: ଆସନ୍ତା କାଲି କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି
Koraput Town, Koraput | Sep 6, 2025
ଆସନ୍ତା କାଲି କୋରାପୁଟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଆଜି ଅପରାହ୍ନ ୪ଟା ସମୟରେ ରାଜ୍ୟ ପାଣିପାଗ...