କଟକ ପୌରାଞ୍ଚଳ: କଣ୍ଟାପଡା ବ୍ଲକରେ ଜିଲ୍ଲାପାଳଙ୍କ ଦ୍ୱାରା ଯୁଗ୍ମ ଜନ ଅଭିଯୋଗ ଶୁଣାଣି
କଣ୍ଟାପଡା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ଦ୍ୱାରା ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଲୋକଙ୍କ ସମସ୍ୟା ଶୁଣି ତୁରନ୍ତ ସମାଧାନ ପାଇଁ ପଦକ୍ଷେପ ନିଆଯାଉଛି।