ବାଲେଶ୍ବର ସଦର: କୁରୁଡ଼ା ପଞ୍ଚାୟତକୁ ଶିଶୁ ଶ୍ରମିକ ମୁକ୍ତ କରିବାକୁ ନିଆଗଲା ସଂକଳ୍ପ
ବାଲେଶ୍ୱର ଜିଲ୍ଲା ରେମୁଣା ବ୍ଲକ କୁରୁଡ଼ା ପଞ୍ଚାୟତରେ ଅନୁଷ୍ଠିତ ଗ୍ରାମସଭାରେ ପଞ୍ଚାୟତକୁ ଶିଶୁ ଶ୍ରମିକ ମୁକ୍ତ କରିବା ପାଇଁ ସଂକଳ୍ପ ଗ୍ରହଣ କରାଯାଇଛି। ସରପଞ୍ଚ ତାପସ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ସଚେତନତା କାର୍ଯ୍ୟକ୍ରମ ସହ ଶପଥ ଗ୍ରହଣ କରାଯାଇଛି।