କଳାହାଣ୍ଡିରେ ବିକାଶର ନୂଆ ଅଧ୍ୟାୟ 'କଳାହାଣ୍ଡି ଘୁମୁରା ମହୋତ୍ସବ ୨୦୨୬'ର ଉଦ୍ଯାପନୀ ଉତ୍ସବରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆଜି ✅ ୮୯୧.୩୯ କୋଟି ଟଙ୍କାର ୩୬୧୨ ଟି ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ ✅ ୧୯୩.୩୬ କୋଟି ଟଙ୍କାର ୯୭୧ଟି ପ୍ରକଳ୍ପର ଉଦ୍ଘାଟନ ✅ ୬୯୮.୩ କୋଟି ଟଙ୍କା ମୂଲ୍ୟର ୨୬୪୧ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ମୁଖ୍ୟମନ୍ତ୍ର