ଲଖନପୁର: ସମ୍ଭାବ୍ୟ ବାତ୍ୟା ଅକଭାନ: ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନର ଜରୁରୀ ବୈଠକ
ସମ୍ଭାବ୍ୟ ବାତ୍ୟା ‘ଅକଭାନ’ର ମୁକାବିଲା ପାଇଁ ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ସଜାଗ। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଜରୁରୀ ବୈଠକରେ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ଏବଂ ସତର୍କତାମୂଳକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।