ଝରିଗାଁ: ବେଲଝରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଆମ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ
ବେଲଝରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ସିଆରସିସି ସଂଗ୍ରାମ କେଶରୀ ବଡଜେନାଙ୍କ ମାର୍ଗଦର୍ଶନରେ ତଥା ବେଲଝରୀ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବ୍ରଜ ମୋହନ ପୂଜାରୀଙ୍କ ସହଯୋଗରେ ଏବଂ ରାମସା କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ ମାନଙ୍କ କାର୍ଯ୍ୟ ଦକ୍ଷତା ମାଧ୍ୟମରେ ଏକ ବିଦ୍ୟାଳୟ ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ଶିବିର ଅନୁଷ୍ଠିତ ହୋଇଥିଲା |