କଟକ ପୌରାଞ୍ଚଳ: POSH Act 2013 ଉପରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆଜି
ଜିଲ୍ଲାପାଳ ଡଃ ଇପ୍ସିତା ପ୍ରିୟଦର୍ଶିନୀ ଅଧ୍ୟକ୍ଷତାରେ POSH Act 2013 ସମ୍ପର୍କରେ ଦିନିକିଆ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲ୍ଲାପାଳ କାର୍ଯ୍ୟାଳୟରେ ଆଜି ଅନୁଷ୍ଠିତ ହୋଇଛି। ଏହାର ଉଦ୍ଦେଶ୍ୟ କାର୍ଯ୍ୟସ୍ଥଳରେ ମହିଳାଙ୍କ ସୁରକ୍ଷା ଓ ଅଭିଯୋଗ ସମାଧାନ ସୁନିଶ୍ଚିତ କରିବା।