Public App Logo
Jansamasya
हादसा
News
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Crime
Jharkhand
Up
Bollywood
दिल्ली
Breakingnews
Nitishkumar
Madhya_pradesh
Mp
Nsui
Madhyapradesh
Pmmodi
Rahulgandhi
Actor
Haryana
Uttarpradesh
Cbse

କଣ୍ଟାବାଞ୍ଜି: ମୁରିବାହାଲ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

Kantabanji, Balangir | Feb 23, 2026
ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଉପସ୍ଥିତ ରହି ଲୋକ ଙ୍କ ଅଭିଯୋଗ ଶୁଣିଥିଲେ। ଏହି ଅଭିଯୋଗ ଶୁଣାଣୀରେ ଜିଲ୍ଲାସ୍ତରୀୟ ପ୍ରଶାସନିକ ଅଧିକାରୀ ମାନେ ଯୋଗ ଦେଇଥିଲେ।
କଣ୍ଟାବାଞ୍ଜି: ମୁରିବାହାଲ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର - Kantabanji News