ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଖଣି ଅଞ୍ଚଳ ସ୍ଥିତ କାଳିଆପାଣି ଠାରେ ଅଷ୍ଟପ୍ରହରୀ ନାମଯଜ୍ଞରେ ଯୋଗଦେଲେ ପୂର୍ବତନ ଅର୍ଥ ମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ । ସୂଚନା ମୁତାବକ ସୁକିନ୍ଦା ବ୍ଲକ ଅନ୍ତର୍ଗତ ଖଣି ଅଞ୍ଚଳ ସ୍ଥିତ କାଳିଆପାଣି ଠାରେ ମହା ଆଡ଼ମ୍ବରରେ ଅଷ୍ଟପ୍ରହରୀ ନାମଯଜ୍ଞ ଜାରି ରହିଥିବା ଦେଖିବାକୁ ମିଳିଛି । ଏହି ଅଷ୍ଟପ୍ରହରୀ ନାମ ଯଜ୍ଞରେ ପୂର୍ବତନ ଅର୍ଥ ମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ ଯୋଗଦେଇ ସମସ୍ତଙ୍କୁ ଉତ୍ସାହିତ କରିଥିବା ବୁଧବାର ଦିବା 12 ଘଟିକା ସମୟରେ ଦେଖିବାକୁ ମିଳିଛି ।