ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସେମିଳିଗୁଡ଼ା ବ୍ଲକ ଖୁଡ଼ି ଗ୍ରାମପଞ୍ଚାୟତ କଙ୍କଡ଼ାଆମ୍ବ ଗ୍ରାମର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ସ୍ଥାନୀୟ ବିଧାୟକ ରାମଚନ୍ଦ୍ର କାଡାମ। ଆଜି ଦିନ ୩ଘଣ୍ଟା ସମୟରେ ବିଦ୍ୟାଳୟ ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବା ଆବଶ୍ୟକତା ଓ ସମସ୍ୟା ବିଷୟରେ ପଚାରି ବୁଝିଥିଲେ। ଆନୁସାଙ୍ଗିକ ବ୍ୟବସ୍ଥା ଦେଖିବା ସହ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ ବିଧାୟକ ତତସହ ପିଲାମାନଙ୍କ ଉଜ୍ଜ୍ଵଳ ଭବିଷ୍ୟତ କାମନା କରିଥିଲେ।