ଗୋଲାମୁଣ୍ଡା ବ୍ଲକ ବଡ଼ଚେରଗାଁ ପବ୍ଲିକ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇ ଯାଇଛି। କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବିଜୟ କୁମାର ନାଗ ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବରେ ଗୋଲାମୁଣ୍ଡା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲିନା ଦାସ ଉପସ୍ଥିତ ଥାଇ କାର୍ଯ୍ୟକ୍ରମ ର ଶୁଭ ଉଦଘାଟନ କରିଥିଲେ।