ଖଲ୍ଲିକୋଟ୍: ସାବୁଳିଆ ଗ୍ରାମରେ ପାନୀୟ ଜଳ ସଙ୍କଟ; ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ସ୍ଥାନୀୟ ମହିଳାଙ୍କ ବିକ୍ଷୋଭ ପ୍ରଦର୍ଶନ #jansamasya
Khalikote, Ganjam | Sep 10, 2025
ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ସାବୁଳିଆ ପଞ୍ଚାୟତର ସାବୁଳିଆ ଗ୍ରାମରେ ପାନୀୟ ଜଳ ସଙ୍କଟ ଥିବା ନେଇ ବାରମ୍ବାର ଅଭିଯୋଗ ହେବା ପରେ ମଧ୍ୟ ସ୍ଥାନୀୟ...