କୋରାପୁଟ: କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଶହୀଦ ବାଜି ରାଉତଙ୍କ ଶତବାର୍ଷିକୀ ପାଳିତ
ଶହୀଦ ବାଜି ରାଉତଙ୍କ ଶତବାର୍ଷିକୀ ଅବସରରେ କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ 'କ୍ୟାମ୍ପସ ଟ୍ରେକିଂ' କାର୍ଯ୍ୟକ୍ରମ ଅନୁଷ୍ଠିତ। ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦେଶପ୍ରେମ ଓ ସଚେତନତା ସୃଷ୍ଟି କରିବା ଥିଲା ଏହାର ମୁଖ୍ୟ ଉଦ୍ଦେଶ୍ୟ।